ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ ବିଭିନ୍ନ…