Tag Archives: Bank

‘କେଉଁ ବ୍ୟାଙ୍କରେ କେତେ ଟଙ୍କା ରଖିଛ ଜଣାଅ’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): କେଉଁ ବ୍ୟାଙ୍କରେ କେତେ ଟଙ୍କା ରହିଛି ତା’ର ଟିକିନିଖି ହିସାବ ଲୋଡ଼ିଛନ୍ତି ରାଜ୍ୟ ସରକାର। ପବ୍ଲିକ ଆକାଉଣ୍ଟ କମିଟି(ପିଏସି) ଏବଂ ବିଧାନସଭା ପ୍ରଶ୍ନକୁ ନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ ନେଇ...

ଜାଣନ୍ତି କି ପାସ୍‌ବୁକ୍‌ ଅପ୍‌ଡେଟ୍‌ଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ କେତେ ଟଙ୍କା ନିଏ ବ୍ୟାଙ୍କ…

ନୂଆଦିଲ୍ଲୀ,୪ା୧୦: ପ୍ରତିଦିନ ଦେଶର ଲକ୍ଷ ଲକ୍ଷ ଲୋକ ବ୍ୟାଙ୍କର ବିଭିନ୍ନ ସେବା ବ୍ୟବହାର କରୁଛନ୍ତି। ଯଦି ଆମେ ସେ ବିଷୟରେ କଥା ହେବା ତେବେ ପାସବୁକ୍‌ ଅପ୍‌ଡେଟ୍‌ କରିବାଠାରୁ ଆରମ୍ଭ କରି ମୋବାଇଲ ନମ୍ବର ପରିବର୍ତ୍ତନ, ଚେକ୍‌ ବୁକ୍‌ ଅର୍ଡର...

କାହିଁକି ବାରମ୍ବାର କ୍ୟାନ୍‌ସେଲ୍‌ ହୋଇଥାଏ ଷ୍ଟଡି ଲୋନ୍‌, ଆପଣ କରୁନାହାନ୍ତି ତ ଏହି ଭୁଲ୍‌, ନିଶ୍ଚିତ ଜାଣି ରଖନ୍ତୁ…

ଯଦି ଆପଣ କୌଣସି ବିଶ୍ୱବିଦ୍ୟାଳୟ କିମ୍ବା କଲେଜରେ ଏଣ୍ଟ୍ରି କରିବାକୁ ଚାହୁଁଛନ୍ତି ଏବଂ ଆପଣ ଷ୍ଟଡି ଲୋନ୍‌ ସାହାଯ୍ୟରେ ଅଧ୍ୟୟନ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ନିଶ୍ଚିତ ଜାଣିରଖନ୍ତୁ। ପ୍ରାୟତଃ ଦେଖାଯାଏ, ଷ୍ଟଡି ଲୋନ୍‌ ପାଇଁ ଆବେଦନ କରୁଥିବା...

ସରକାରୀରୁ ନେଇ ପ୍ରାଇଭେଟ୍‌.. କେଉଁ ବ୍ୟାଙ୍କରେ କେତେ ମିନିମମ୍‌ ବାଲାନ୍ସ ଜରୁରୀ, ଜାଣି ରଖନ୍ତୁ ନଚେତ…

ନୂଆଦିଲ୍ଲୀ,୧୩।୮: ଭାରତର ଦୁଇ ପ୍ରମୁଖ ଘରୋଇ ବ୍ୟାଙ୍କ ଏଚ୍‌ଡିଏଫ୍‌ସି ଏବଂ ଆଇସିଆଇସିଆଇ ନିକଟରେ ସେଭିଙ୍ଗ୍ସ ଆକାଉଣ୍ଟ ପାଇଁ ମିନିମମ ଏଭରେଜ ବାଲାନ୍ସ (MAB) ନିୟମରେ ବଡ଼ ପରିବର୍ତ୍ତନ ଆଣିଛନ୍ତି। ଆଇସିଆଇସିଆଇ ବ୍ୟାଙ୍କ ଏବେ ମେଟ୍ରୋ ଓ ସହରାଞ୍ଚଳରେ ରହୁଥିବା ଗ୍ରାହକଙ୍କୁ...

ଏବେ ପ୍ରତି ଶନିବାର ବନ୍ଦ ରହିବ ବ୍ୟାଙ୍କ? ଜବାବ ରଖିଲେ ସରକାର

ନୂଆଦିଲ୍ଲୀ,୩୦।୭: ଭାରତୀୟ ବ୍ୟାଙ୍କର୍ସ ଆସୋସିଏସନ (IBA) ପକ୍ଷରୁ ପ୍ରତି ଶନିବାର ବ୍ୟାଙ୍କ ଛୁଟି ଘୋଷଣା କରିବା ପାଇଁ ଦିଆଯାଇଥିବା ପ୍ରସ୍ତାବ ଉପରେ ସରକାର ସ୍ପଷ୍ଟ ଉତ୍ତର ଦେଇଛନ୍ତି। ୨୮ ଜୁଲାଇ ୨୦୨୫ରେ ଲୋକ ସଭାରେ ଅର୍ଥ ମନ୍ତ୍ରଣାଳୟ ଜଣାଇଛି ଯେ...

ଦାରିଙ୍ଗବାଡ଼ିରେ ଏ ହାତରୁ ସେ ହାତକୁ ଘୂରି ବୁଲୁଛି ୫୦୦ ଟଙ୍କିଆ ନୋଟ୍‌, ବ୍ୟାଙ୍କରେ ଜମା କରିବାବେଳେ…

ଦାରିଙ୍ଗବାଡ଼ି,୨୫ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୫ ଶହ ଟଙ୍କିଆ ନକଲି ନୋଟ୍‌ ଏ ହାତରୁ ସେ ହାତକୁ ଘୂରି ବୁଲୁଥିବା ନେଇ ବ୍ୟବସାୟୀ ଏବଂ ଲୋକଙ୍କ ଭିତରେ ଭୟ ଦେଖାଯାଇଛି। ବିଶେଷକରି ମୂଲିଆ ଶ୍ରେଣୀ ଲୋକଟି...

ଲୋନ୍‌ ନାଁରେ ୭୫ ଲକ୍ଷ ଟଙ୍କା ଚଳୁ କରିଛନ୍ତି ପୂର୍ବତନ ମ୍ୟାନେଜର, ଥାନାରେ ମାମଲା

ଛତ୍ରପୁର,୧୫ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ବ୍ରହ୍ମପୁରର ବିସିସି ବ୍ୟାଙ୍କ (କେନ୍ଦ୍ରୀୟ ସମବାୟ ବ୍ୟାଙ୍କ)ର ଛତ୍ରପୁର ଶାଖାରେ ଲୋନ୍‌ ନାଁରେ ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ପୂର୍ବତନ ମ୍ୟାନେଜର ଚଳୁ କରିଛନ୍ତି। ଏ ନେଇ ଛତ୍ରପୁର ଥାନା ଏକ...

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ବ୍ୟାଙ୍କରେ ଆକାଉଣ୍ଟ ଥିଲେ ଏଣିକି…

ନୂଆଦିଲ୍ଲୀ, ୦୭।୦୮: ସେଭିଂସ୍‌ ଆକାଉଣ୍ଟ୍‌ଧାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏଣିକି ଜନଧନ ଏବଂ ସାଧାରଣ ସେଭିଂସ ଆକାଉଣ୍ଟରେ ସର୍ବନିମ୍ନ ବାଲାନ୍ସ ରଖିବାର ଆବଶ୍ୟକତା ନାହିଁ । କେବଳ ସେହି ଗ୍ରାହକଙ୍କ ଉପରେ ବ୍ୟାଙ୍କ...

ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ତଥା ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଯୋଜନା ‘ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ମହିଳାମାନଙ୍କ ପାଇଁ କମ୍ପାନୀର ସର୍ବାଧିକ ବିକ୍ରି ହେଉଥିବା ଟର୍ମ ଇନ୍‌ସ୍ୟୁରାନ୍ସ ପ୍ରଡକ୍ଟ...

୫ ବର୍ଷରେ ଅମିତ ଶାହାଙ୍କର ଦୁଇଗୁଣା ହେଲା ସମ୍ପତ୍ତି

ନୁଆଦିଲ୍ଲୀ,୨୧।୪: କେନ୍ଦ୍ର ଗୃହମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଅମିତ ଶାହା ଏପ୍ରିଲ ୧୯ ରେ ଗାନ୍ଧିନଗର ଲୋକ ସଭା ର୍ନିବାଚନମଣ୍ଡଳୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ଅମିତ ଶାହା ଦାଖଲ କରିଥିବା...

ଓ୍ବିକେଣ୍ଡ ଥିବା ସତ୍ତ୍ୱେ ମାର୍ଚ୍ଚ ୩୦-୩୧ରେ ଖୋଲା ରହିବ ଏସବୁ ବ୍ୟାଙ୍କ, ଜାଣନ୍ତୁ କରିପାରିବେ କେଉଁ କାମ…

ନୂଆଦିଲ୍ଲୀ,୨୬।୩: ସରକାରୀ ବ୍ୟାଙ୍କ ରସିଦ ଏବଂ ଦେୟ ପରିଚାଳନା କରୁଥିବା ସମସ୍ତ ଏଜେନ୍ସି ବ୍ୟାଙ୍କ ମାର୍ଚ୍ଚ ୩୦(ଶନିବାର ଏବଂ ୩୧(ରବିବାର) ବ୍ୟବସାୟ ପାଇଁ ଖୋଲା ରହିବ। ଫଳରେ ୨୦୨୩-୨୦୨୪ ଆର୍ଥିକ ବର୍ଷରେ ସମସ୍ତ ସରକାରୀ ରସିଦ ଏବଂ ଦେୟ ହିସାବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri