ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ… ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…