Bank Holiday: ଏପ୍ରିଲ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ, ଦେଖନ୍ତୁ ଆରବିଆଇର ବ୍ୟାଙ୍କ ଛୁଟିଦିନ ନୂଆଦିଲ୍ଲୀ,୨୯।୩: ଆସନ୍ତା ଏପ୍ରିଲ ମାସରେ ସମଗ୍ର ଦେଶରେ ପ୍ରାୟ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପରି ପରିସ୍ଥିତିରେ, ଯଦି ବ୍ୟାଙ୍କଗୁଡିକରେ ଦୀର୍ଘ ସମୟ ଧରି ଛୁଟି ଥାଏ, ତେବେ ଅନେକ ଥର ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଅଟକିଯାଏ। ମାର୍ଚ୍ଚ...