ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…
ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍ ସେକ୍ଟରକୁ ନେଇ ଏଭଳି ଏକ ଖବର ଇଣ୍ଟରନେଟ୍ରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି। ଏକ କଥିତ…

