ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା.. ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ ମାସରେ ବ୍ୟାଙ୍କଗୁଡ଼ିକ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ପୂରା ୧୪ ଦିନ…