ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍, ଜାଣନ୍ତୁ ପୂରା ବିବରଣୀ ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ କେତେବେଳେ ବିବାହ ପାଇଁ, ଶିକ୍ଷା ପାଇଁ ଇତ୍ୟାଦି। ଏହା ବ୍ୟତୀତ ବ୍ୟାଙ୍କରୁ ଋଣ…