Tag Archives: Bank strike

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜର ଗ୍ରାହକମାନଙ୍କୁ ସତର୍କ କରାଇଛି। ଧର୍ମଘଟ ଯୋଗୁଁ…

୫ ଦିନିଆ କାର୍ଯ୍ୟସପ୍ତାହ ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା, ଗୁଣୁପୁରରେ ସମର୍ଥନ…

ଗୁଣୁପୁର, ୨୭।୧ (ସଂକେତ ପାତ୍ର): ସପ୍ତାହକୁ ୫ ଦିନ କାର୍ଯ୍ୟସପ୍ତାହ ଓ ୨ ଦିନ ସାପ୍ତାହିକ ଛୁଟି ଦାବିରେ ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାକୁ ଗୁଣୁପୁର ଅଞ୍ଚଳର ସମସ୍ତ ବ୍ୟାଙ୍କ ସମର୍ଥନ ଜଣାଇଛନ୍ତି ।…

Bank Strike: ବ୍ୟାଙ୍କ ଧର୍ମଘଟ ପାଇଁ ମିଳିଲା ନିର୍ଦ୍ଦେଶ, ପ୍ରଭାବିତ ହେବ ନାହିଁ ଗ୍ରାହକ ସେବା!

ନୂଆଦିଲ୍ଲୀ,୨୭।୧: ମଙ୍ଗଳବାର ବ୍ୟାଙ୍କ ୟୁନିଅନଗୁଡ଼ିକ ଦ୍ୱାରା ପୂର୍ଣ୍ଣ ଦିବସ ଧର୍ମଘଟ ଘୋଷଣା ପରେ, ସରକାର ଏବଂ ବ୍ୟାଙ୍କଗୁଡ଼ିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସୋମବାର ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଧର୍ମଘଟ ସତ୍ତ୍ୱେ ଗ୍ରାହକମାନେ ଯେପରି କୌଣସି ଅସୁବିଧାର…

୨୪, ୨୫ ମାର୍ଚ୍ଚରେ ବ୍ୟାଙ୍କ ୟୁନିଅନଗୁଡ଼ିକ ଧର୍ମଘଟ; ଓଡ଼ିଶାରେ ସେବା ପ୍ରଭାବିତ ହେବାର ସମ୍ଭାବନା

ଭୁବନେଶ୍ୱର,୧୭।୩: ୨୪ ଏବଂ ୨୫ ତାରିଖରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିବାରୁ ସାରା ଓଡ଼ିଶାରେ ବ୍ୟାଙ୍କ ସେବା ଦୁଇ ଦିନ ପାଇଁ ପ୍ରଭାବିତ ହେବାର ସମ୍ଭାବନା ଅଛି। ୟୁଏଫବିୟୁ ସେମାନଙ୍କର ନଅଟି ଚାର୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri