Tag Archives: Bank strike

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ ସୋମବାର, ମଙ୍ଗଳବାର ଏବଂ ବୁଧବାର ଏହି ତିନି ଦିନ ବ୍ୟାଙ୍କ ବନ୍ଦ ରହିବ।…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା ହୋଇଥାଏ। କିନ୍ତୁ ଚଳିତ ସେପ୍ଟେମ୍ବର ମାସରେ ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ବ୍ୟାଙ୍କ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ ଅପେକ୍ଷା କରିବାକୁ ପଡିବ । ଲଗାତାର ଚାରି ଦିନ ପାଇଁ ସାରା ଦେଶରେ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ ଏମିତି ଅନେକ ଦିନ ରହିବ, ଯେତେବେଳେ ବ୍ୟାଙ୍କ ଧର୍ମଘଟ ରହିବ। ୟୁନାଇଟେଡ ଫୋରମ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି ଅନେକ ଦାବିକୁ ନେଇ ଆସନ୍ତା ସେପ୍ଟେମ୍ବର ୧୧ରେ ଦେଶବ୍ୟାପୀ ଧର୍ମଘଟ କରିବାକୁ ୟୁନାଇଟେଡ୍‌…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜର ଗ୍ରାହକମାନଙ୍କୁ ସତର୍କ କରାଇଛି। ଧର୍ମଘଟ ଯୋଗୁଁ…

୫ ଦିନିଆ କାର୍ଯ୍ୟସପ୍ତାହ ଦାବିରେ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା, ଗୁଣୁପୁରରେ ସମର୍ଥନ…

ଗୁଣୁପୁର, ୨୭।୧ (ସଂକେତ ପାତ୍ର): ସପ୍ତାହକୁ ୫ ଦିନ କାର୍ଯ୍ୟସପ୍ତାହ ଓ ୨ ଦିନ ସାପ୍ତାହିକ ଛୁଟି ଦାବିରେ ଆଜି ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏହାକୁ ଗୁଣୁପୁର ଅଞ୍ଚଳର ସମସ୍ତ ବ୍ୟାଙ୍କ ସମର୍ଥନ ଜଣାଇଛନ୍ତି ।…

Bank Strike: ବ୍ୟାଙ୍କ ଧର୍ମଘଟ ପାଇଁ ମିଳିଲା ନିର୍ଦ୍ଦେଶ, ପ୍ରଭାବିତ ହେବ ନାହିଁ ଗ୍ରାହକ ସେବା!

ନୂଆଦିଲ୍ଲୀ,୨୭।୧: ମଙ୍ଗଳବାର ବ୍ୟାଙ୍କ ୟୁନିଅନଗୁଡ଼ିକ ଦ୍ୱାରା ପୂର୍ଣ୍ଣ ଦିବସ ଧର୍ମଘଟ ଘୋଷଣା ପରେ, ସରକାର ଏବଂ ବ୍ୟାଙ୍କଗୁଡ଼ିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ସୋମବାର ଏହାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଧର୍ମଘଟ ସତ୍ତ୍ୱେ ଗ୍ରାହକମାନେ ଯେପରି କୌଣସି ଅସୁବିଧାର…

୨୪, ୨୫ ମାର୍ଚ୍ଚରେ ବ୍ୟାଙ୍କ ୟୁନିଅନଗୁଡ଼ିକ ଧର୍ମଘଟ; ଓଡ଼ିଶାରେ ସେବା ପ୍ରଭାବିତ ହେବାର ସମ୍ଭାବନା

ଭୁବନେଶ୍ୱର,୧୭।୩: ୨୪ ଏବଂ ୨୫ ତାରିଖରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିବାରୁ ସାରା ଓଡ଼ିଶାରେ ବ୍ୟାଙ୍କ ସେବା ଦୁଇ ଦିନ ପାଇଁ ପ୍ରଭାବିତ ହେବାର ସମ୍ଭାବନା ଅଛି। ୟୁଏଫବିୟୁ ସେମାନଙ୍କର ନଅଟି ଚାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?