Tag Archives: Bank

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ ଏକ ବିଶାଳ ଜଳପ୍ରବାହ ରସୁୱା ଏବଂ ନୁୱାକୋଟ ଜିଲାରେ ବିପର୍ଯ୍ୟୟ ସୃଷ୍ଟି କରିଛି…

ଏମ୍‌ଏସ୍‌ଏମ୍‌ଇ ବିକାଶରେ ବ୍ୟାଙ୍କ, ସରକାର, ଉଦ୍ୟୋଗୀଙ୍କ ସମନ୍ବୟ ଜରୁରୀ

ଭୁବନେଶ୍ୱର,୨୮ା୮(ସୌମ୍ୟରଞ୍ଜନ ରାଉତ): ଓଡ଼ିଶାର ଅର୍ଥନୈତିକ ବିକାଶରେ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏମ୍‌ଏସ୍‌ଏମ୍‌ଇ ବିକାଶରେ ବ୍ୟାଙ୍କ, ସରକାର, ଉଦ୍ୟୋଗୀଙ୍କ ସମନ୍ବୟ ଜରୁରୀ। ତେଣୁ ଏମ୍‌ଏସ୍‌ଏମ୍‌ଇକୁ ସହଜ ଓ ସମୟୋପଯୋଗୀ ଋଣ ଯୋଗାଣ ସହ ବ୍ୟବସାୟ…

ବ୍ୟାଙ୍କକୁ ମୃତ ଭଉଣୀଙ୍କ କଙ୍କାଳ ଧରି ଯିବା ଘଟଣା: ଭାଇ ଜିତୁ ମଣ୍ଡାଙ୍କୁ ଭେଟିଲା ବିଜେଡି ପ୍ରତିନିଧି ଟିମ୍‌

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଜନତା ଦଳର ଏକ ପ୍ରତିନିଧି ଟିମ୍‌ ବୁଧବାର ମଲ୍ଲୀପଶି ନିକଟସ୍ଥ ଡିଆନାଳି ଗ୍ରାମର ଜିତୁ ମୁଣ୍ଡାଙ୍କୁ ଭେଟିବା ସହିତ ଏପରି ସମ୍ବେଦନଶୀଳ ଓ ସ୍ପର୍ଶକାତର ଘଟଣାରେ ପ୍ରଶାସନ,ପୋଲିସ ଓ ବ୍ୟାଙ୍କ ଅଧିକାରୀଙ୍କୁ ଦାୟୀ କରିଛନ୍ତି। ଏକ…

‘କେଉଁ ବ୍ୟାଙ୍କରେ କେତେ ଟଙ୍କା ରଖିଛ ଜଣାଅ’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): କେଉଁ ବ୍ୟାଙ୍କରେ କେତେ ଟଙ୍କା ରହିଛି ତା’ର ଟିକିନିଖି ହିସାବ ଲୋଡ଼ିଛନ୍ତି ରାଜ୍ୟ ସରକାର। ପବ୍ଲିକ ଆକାଉଣ୍ଟ କମିଟି(ପିଏସି) ଏବଂ ବିଧାନସଭା ପ୍ରଶ୍ନକୁ ନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ ନେଇ ଅର୍ଥ…

ଜାଣନ୍ତି କି ପାସ୍‌ବୁକ୍‌ ଅପ୍‌ଡେଟ୍‌ଠାରୁ ଆରମ୍ଭ କରି ଟଙ୍କା ଉଠାଣ ପର୍ଯ୍ୟନ୍ତ କେତେ ଟଙ୍କା ନିଏ ବ୍ୟାଙ୍କ…

ନୂଆଦିଲ୍ଲୀ,୪ା୧୦: ପ୍ରତିଦିନ ଦେଶର ଲକ୍ଷ ଲକ୍ଷ ଲୋକ ବ୍ୟାଙ୍କର ବିଭିନ୍ନ ସେବା ବ୍ୟବହାର କରୁଛନ୍ତି। ଯଦି ଆମେ ସେ ବିଷୟରେ କଥା ହେବା ତେବେ ପାସବୁକ୍‌ ଅପ୍‌ଡେଟ୍‌ କରିବାଠାରୁ ଆରମ୍ଭ କରି ମୋବାଇଲ ନମ୍ବର ପରିବର୍ତ୍ତନ, ଚେକ୍‌ ବୁକ୍‌ ଅର୍ଡର କିମ୍ବା…

କାହିଁକି ବାରମ୍ବାର କ୍ୟାନ୍‌ସେଲ୍‌ ହୋଇଥାଏ ଷ୍ଟଡି ଲୋନ୍‌, ଆପଣ କରୁନାହାନ୍ତି ତ ଏହି ଭୁଲ୍‌, ନିଶ୍ଚିତ ଜାଣି ରଖନ୍ତୁ…

ଯଦି ଆପଣ କୌଣସି ବିଶ୍ୱବିଦ୍ୟାଳୟ କିମ୍ବା କଲେଜରେ ଏଣ୍ଟ୍ରି କରିବାକୁ ଚାହୁଁଛନ୍ତି ଏବଂ ଆପଣ ଷ୍ଟଡି ଲୋନ୍‌ ସାହାଯ୍ୟରେ ଅଧ୍ୟୟନ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ନିଶ୍ଚିତ ଜାଣିରଖନ୍ତୁ। ପ୍ରାୟତଃ ଦେଖାଯାଏ, ଷ୍ଟଡି ଲୋନ୍‌ ପାଇଁ ଆବେଦନ କରୁଥିବା ପ୍ରାର୍ଥୀଙ୍କୁ…

ସରକାରୀରୁ ନେଇ ପ୍ରାଇଭେଟ୍‌.. କେଉଁ ବ୍ୟାଙ୍କରେ କେତେ ମିନିମମ୍‌ ବାଲାନ୍ସ ଜରୁରୀ, ଜାଣି ରଖନ୍ତୁ ନଚେତ…

ନୂଆଦିଲ୍ଲୀ,୧୩।୮: ଭାରତର ଦୁଇ ପ୍ରମୁଖ ଘରୋଇ ବ୍ୟାଙ୍କ ଏଚ୍‌ଡିଏଫ୍‌ସି ଏବଂ ଆଇସିଆଇସିଆଇ ନିକଟରେ ସେଭିଙ୍ଗ୍ସ ଆକାଉଣ୍ଟ ପାଇଁ ମିନିମମ ଏଭରେଜ ବାଲାନ୍ସ (MAB) ନିୟମରେ ବଡ଼ ପରିବର୍ତ୍ତନ ଆଣିଛନ୍ତି। ଆଇସିଆଇସିଆଇ ବ୍ୟାଙ୍କ ଏବେ ମେଟ୍ରୋ ଓ ସହରାଞ୍ଚଳରେ ରହୁଥିବା ଗ୍ରାହକଙ୍କୁ ଆକାଉଣ୍ଟରେ…

ଏବେ ପ୍ରତି ଶନିବାର ବନ୍ଦ ରହିବ ବ୍ୟାଙ୍କ? ଜବାବ ରଖିଲେ ସରକାର

ନୂଆଦିଲ୍ଲୀ,୩୦।୭: ଭାରତୀୟ ବ୍ୟାଙ୍କର୍ସ ଆସୋସିଏସନ (IBA) ପକ୍ଷରୁ ପ୍ରତି ଶନିବାର ବ୍ୟାଙ୍କ ଛୁଟି ଘୋଷଣା କରିବା ପାଇଁ ଦିଆଯାଇଥିବା ପ୍ରସ୍ତାବ ଉପରେ ସରକାର ସ୍ପଷ୍ଟ ଉତ୍ତର ଦେଇଛନ୍ତି। ୨୮ ଜୁଲାଇ ୨୦୨୫ରେ ଲୋକ ସଭାରେ ଅର୍ଥ ମନ୍ତ୍ରଣାଳୟ ଜଣାଇଛି ଯେ ଏହି…

ଦାରିଙ୍ଗବାଡ଼ିରେ ଏ ହାତରୁ ସେ ହାତକୁ ଘୂରି ବୁଲୁଛି ୫୦୦ ଟଙ୍କିଆ ନୋଟ୍‌, ବ୍ୟାଙ୍କରେ ଜମା କରିବାବେଳେ…

ଦାରିଙ୍ଗବାଡ଼ି,୨୫ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୫ ଶହ ଟଙ୍କିଆ ନକଲି ନୋଟ୍‌ ଏ ହାତରୁ ସେ ହାତକୁ ଘୂରି ବୁଲୁଥିବା ନେଇ ବ୍ୟବସାୟୀ ଏବଂ ଲୋକଙ୍କ ଭିତରେ ଭୟ ଦେଖାଯାଇଛି। ବିଶେଷକରି ମୂଲିଆ ଶ୍ରେଣୀ ଲୋକଟି ଯଦି…

ଲୋନ୍‌ ନାଁରେ ୭୫ ଲକ୍ଷ ଟଙ୍କା ଚଳୁ କରିଛନ୍ତି ପୂର୍ବତନ ମ୍ୟାନେଜର, ଥାନାରେ ମାମଲା

ଛତ୍ରପୁର,୧୫ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ବ୍ରହ୍ମପୁରର ବିସିସି ବ୍ୟାଙ୍କ (କେନ୍ଦ୍ରୀୟ ସମବାୟ ବ୍ୟାଙ୍କ)ର ଛତ୍ରପୁର ଶାଖାରେ ଲୋନ୍‌ ନାଁରେ ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ପୂର୍ବତନ ମ୍ୟାନେଜର ଚଳୁ କରିଛନ୍ତି। ଏ ନେଇ ଛତ୍ରପୁର ଥାନା ଏକ ମାମଲା…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା, ବ୍ୟାଙ୍କରେ ଆକାଉଣ୍ଟ ଥିଲେ ଏଣିକି…

ନୂଆଦିଲ୍ଲୀ, ୦୭।୦୮: ସେଭିଂସ୍‌ ଆକାଉଣ୍ଟ୍‌ଧାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏଣିକି ଜନଧନ ଏବଂ ସାଧାରଣ ସେଭିଂସ ଆକାଉଣ୍ଟରେ ସର୍ବନିମ୍ନ ବାଲାନ୍ସ ରଖିବାର ଆବଶ୍ୟକତା ନାହିଁ । କେବଳ ସେହି ଗ୍ରାହକଙ୍କ ଉପରେ ବ୍ୟାଙ୍କ ଦ୍ୱାରା…

ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୬।୬: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ତଥା ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍‌ସ୍ୟୁରାନ୍ସର ନୂତନ ଯୋଜନା ‘ଆଇପ୍ରୋଟେକ୍ଟ ସ୍ମାର୍ଟ ପ୍ଲାନ୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ମହିଳାମାନଙ୍କ ପାଇଁ କମ୍ପାନୀର ସର୍ବାଧିକ ବିକ୍ରି ହେଉଥିବା ଟର୍ମ ଇନ୍‌ସ୍ୟୁରାନ୍ସ ପ୍ରଡକ୍ଟ ‘ଆଇପ୍ରୋଟେକ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri