ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ… ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି। ସେ ଏହି ବିଜୟ ପାଇଁ ବାଙ୍କିପୁରର ଲୋକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ଜିତିବା ପରେ…