ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?
ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ ସୋମବାର, ମଙ୍ଗଳବାର ଏବଂ ବୁଧବାର ଏହି ତିନି ଦିନ ବ୍ୟାଙ୍କ ବନ୍ଦ ରହିବ।…

