ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି… ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଭୋଜିଭାତର ଆସର ଜମିଛି। ପୁରୁଣା ବର୍ଷକୁ ବିଦାୟ ଦେବା ପାଇଁ ଏବଂ ନୂତନ...