ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟାପିଟା ଯାଇ…