ବଂଶଧାରା ବସନ୍ତ ମହୋତ୍ସବକୁ ନେଇ ସାର୍ବଜନିକ ଅଭିଯୋଗ, ଅନୁମତି ବିନା…
ଗୁଣୁପୁର,୨୨।୧(ସଂକେତ ପାତ୍ର ): ଗୁଣୁପୁର ନବ ନିର୍ମାଣ ସମିତି ପକ୍ଷରୁ ପ୍ରତିବର୍ଷ ଆୟୋଜିତ “ବଂଶଧାରା ବସନ୍ତ ମହୋତ୍ସବ” କାର୍ଯ୍ୟକ୍ରମକୁ ନେଇ ଅଭିଯୋଗ ସାମ୍ନାକୁ ଆସିଛି । ଅଭିଯୋଗରେ କୁହାଯାଇଛି ଯେ, ଏହି କାର୍ଯ୍ୟକ୍ରମ ବିନା ସରକାରୀ ଅନୁମତି, ସୁରକ୍ଷା ବ୍ୟବସ୍ଥା ଓ…


