ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି ଜାତୀୟ ଫସଲ ନଷ୍ଟ ହୋଇଯାଇଛି । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ରେ…