ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ… ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ ସମ୍ପାଦକ ଭାବେ କାଶୀନାଥ ଦାଶ ନିର୍ବାଚିତ ହୋଇଛନ୍ତି। ଶନିବାର ଅନୁଷ୍ଠିତ ବାର୍ ଆସୋସିଏଶନ…