‘ପାଠ୍ୟ ପୁସ୍ତକରେ ବରଗଡ଼ ଧନୁଯାତ୍ରା ସ୍ଥାନିତ ହେଉ’; କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଆଦେଶ ଦେଲେ କଂସ ମହାରାଜ…
ମଥୁରାନଗରୀ,୪।୧(ପ୍ରେମାନନ୍ଦ ଖମାରୀ)-ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଶନିବାର ରାଜ ଦରବାରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଶିକ୍ଷା, ସଂସ୍କୃତି, କ୍ରୀଡ଼ା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ଗ୍ରାମ୍ୟ ଉନ୍ନୟନ, ପାନୀୟଜଳ, ପଞ୍ଚାୟତିରାଜ ମନ୍ତ୍ରୀ...


