କାମ କରୁନି ସ୍ବାସ୍ଥ୍ୟକେନ୍ଦ୍ର ଲିଫ୍ଟ, ଅଧାରେ ଫସି ରହିଲେ ଅଧିକାରୀ
ବରଗଡ଼, ୯।୫(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାର ଚିକିତ୍ସାଳୟରେ କେବଳ ସ୍ବାସ୍ଥ୍ୟସେବା ନୁହେଁ, ସ୍ବାସ୍ଥ୍ୟକେନ୍ଦ୍ର ଭିତ୍ତିଭୂମି ମଧ୍ୟ ବିପର୍ଯ୍ୟସ୍ତ ହୋଇପଡିଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ରର ଲିଫ୍ଟ ଅଚଳ ହେବା ସାଧାରଣ ଘଟଣାରେ ପରିଣତ ହୋଇଛି। କିନ୍ତୁ ପୁରୁଣା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ର...
ବରଗଡ଼ ଚାଷୀ ମୁଣ୍ଡରେ ଚଡ଼କ: ଝଡ଼ବର୍ଷା ସହ ହେଉଛି କୁଆପଥର ମାଡ଼, ଉଜୁଡ଼ିଲା ରବି ଧାନ ଫସଲ, ବିଦ୍ୟୁତ ନ ଥିବାରୁ…
ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ କାଳବୈଶାଖୀର କରାଳ ରୂପ ଲାଗି ରହିଛି। ଶନିବାର ସନ୍ଧ୍ୟାରେ ମଧ୍ୟ କାଳବୈଶାଖୀ ପ୍ରଭାବରେ ଜିଲାର ବିଭିନ୍ନ ସ୍ଥାନରେ ଝଡବର୍ଷା ସାଙ୍ଗକୁ କରାମାଡ (କୁଆପଥର ବୃଷ୍ଟି) ହେଉଛି। ଏବେ ରବି ଧାନ ଫସଲ ଅମଳକ୍ଷମ ଅବସ୍ଥାକୁ...
ବରଗଡ଼ ଡବଲ୍ ମର୍ଡର ପର୍ଦ୍ଦାଫାଶ: ବାପାଙ୍କୁ ହତ୍ୟା କରିବା ପରେ ପ୍ରତିଶୋଧ ନେଇଥିଲେ ପୁଅ
ବରଗଡ଼, ୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ସୁନା ଲରମ୍ଭା ବାଘପାଲି ଗ୍ରାମରେ ଗୁରୁବାର ସଂଘଟିତ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଉକ୍ତ ହତ୍ୟାକାଣ୍ଡରେ ମୃତ ମଘା ଓରଫ ମଧୁସୂଦନ ଭୁଏ(୫୫)ଙ୍କ ପୁଅ ନେପାଳ...
ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ଓଡ଼ିଆ ଝିଅ ଜାଗୃତି
ପାଇକମାଳ,୨।୫(ବଡ ଶତପଥୀ) : ସୁପ୍ରିମକୋର୍ଟରେ ଜାତୀୟ ଆଇନଗତ ସେବା ପ୍ରାଧିକରଣ ଆନୁକୁଲ୍ୟରେ କ୍ରାନ୍ତିଜ୍ୟୋତି ସାବିତ୍ରୀବାଇ ଫୁଲେଙ୍କ ଜନ୍ମବାର୍ଷିକୀ ପାଳନ ଅବସରରେ ଜାତୀୟ ରିଲ ଏବଂ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତାରେ ବରଗଡ଼ ଜିଲା ପାଇକମାଳ ବ୍ଳକ ଜାମସେଠ ଗାଁର ଝିଅ ଜାଗୃତି...
ବୀମାଭୁକ୍ତ ହେଲା ବୈଶାଖ ମେଳା; କାହାର ବି ମୃତ୍ୟୁ ହେଲେ ମିଳିବ ସାଢ଼େ ୭ ଲକ୍ଷ ଟଙ୍କା ବୀମା ସହାୟତା
ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ନୃସିଂହନାଥ ମନ୍ଦିରରେ ଆସନ୍ତା ୭ ତାରିଖରୁ ବୈଶାଖ ମେଳା ଆରମ୍ଭ ହେବ। ଦୀର୍ଘ ୬ଦିନ ଧରି ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ଅବସରରେ ଚଳିତମାସ ୧୨ତାରିଖ ପର୍ଯ୍ୟନ୍ତ ଏହା ଚାଲିବ।...
ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ
ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା ସଂଗଠନ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ତେଜି ଉଠିଛି। ଏହି କ୍ରମରେ ଶୁକ୍ରବାର...
ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି
ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ )ଙ୍କ ନାମ ବରଗଡ଼ ଜିଲା ବିଜେଡି ସଭାପତିଭାବେ ଘୋଷଣା କରିଛନ୍ତି। ମହାପାତ୍ରଙ୍କ...
ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ
ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ...
ବରଗଡ଼ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଶୁଭାରମ୍ଭ: ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ…
ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ) – ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ହେଇଯାଇଛି । କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶିନୀ କୁମାର ଷଡଙ୍ଗୀ ମୁଖ୍ୟ...
ଉଜ୍ୱଳ ଭବିଷ୍ୟତର କାମନା କରି ପିଲାଙ୍କୁ ଖଡ଼ି ଛୁଆଁଇଲେ ବରଗଡ଼ ଜିଲାପାଳ
ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଆ ପକ୍ଷ ପାଳନର ଦ୍ୱିତୀୟ ଦିନ ବୁଧବାରରେ ରାଜ୍ୟର ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଲାଗୁ କରାଯାଇଥିବା ନୂତନ ଶିକ୍ଷାନୀତି ଆରମ୍ଭ ହୋଇଛି। ଶିଶୁବାଟିକାରେ କୁନିକୁନି ପିଲାମାନେ ନାମ ଲେଖାଇବାକୁ ମୁଖ୍ୟମନ୍ତ୍ରୀଙ୍କ...
ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ
ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ ତାତି ଅନୁଭୂତ ହୋଇଛି। ଏହି କ୍ରମରେ ବରଗଡ଼ ଗାନ୍ଧୀ ଛକ ଠାରେ ଚାଷୀ...
ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …
ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର...
Archives


