ବରଗଡ଼ର ଅଧିଷ୍ଠାତ୍ରୀ ମା’ ସମଲେଇଙ୍କ ଶୀତଳ ଯାତ୍ରା, ଏକ ଅନନ୍ୟ ପରମ୍ପରା
ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ଶୀତଳ ଯାତ୍ରା ଏକ ଅନନ୍ୟ ପରମ୍ପରା। ପ୍ରତିବର୍ଷ ଚୈତ୍ର ମାସ ମଙ୍ଗଳବାର ଏହା ଅନୁଷ୍ଠିତ ହୋଇଥାଏ । ଏହି କ୍ରମରେ ମଙ୍ଗଳବାର ଦେବୀଙ୍କ ଶୀତଳ ଯାତ୍ରା ଆରମ୍ଭ ହୋଇଛି। ଏହି...
ବାଲ୍ୟ ବିବାହ ରୋକିଲା ବରଗଡ଼ ପ୍ରଶାସନ
ବରଗଡ଼,୪।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସିଲେଟ୍ ଗ୍ରାମରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ମଙ୍ଗଳବାର ପ୍ରଶାସନ ପକ୍ଷରୁ ବନ୍ଦ କରାଯାଇଛି। ଆସନ୍ତା ୭ତାରିଖ ଗ୍ରାମରେ ଉକ୍ତ ବାଲ୍ୟ ବିବାହ ଅନୁଷ୍ଠିତ ହେବାର ଥିଲା। ଏ...
ଧନୁଯାତ୍ରା ଦେଖିବାକୁ ଆସି ଯୁବତୀଙ୍କୁ ବଳାତ୍କାର ମାମଲା: ପୀଡ଼ିତାଙ୍କ ପୋଷାକ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲାକୁ ନେଇ ଏବେ ବରଗଡ଼ ସହର ଉଠୁଛି ଓ ପଡ଼ୁଛି। ଏଭଳି ସ୍ଥିତିରେ ଏହି ମାମଲାକୁ ନେଇ ଜିଲା କଂଗ୍ରେସ ଏକ...
ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ?
ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ...
ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି
ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର...
କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ
ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ ହେଲେ ବରଗଡ ପୌର ପରିଷଦ ଅଧିନ ଗଙ୍ଗାଧର ନଗର ନିବାସୀ ଗଣେଶ ଦାଶ।...
କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା
ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର...
ବ୍ୟାପୁଛି ଝାଡାବାନ୍ତି, ଦମ୍ପତି ମୃତ: ପ୍ରଭାବିତ ଗ୍ରାମ ପରିଦର୍ଶନ କଲେ ବିଧାୟକ
ବରଗଡ଼, ୧୫।୮( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ଅମଲିପାଲି ଗ୍ରାମରେ ଝାଡାବାନ୍ତି ବ୍ୟାପୁଛି। ଏଥିରେ ଏକ ପରିବାରର ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଗତ ଶନିବାର ଗ୍ରାମର ଜଗନ୍ନାଥ ଦେହେରୀ(୭୦)ଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ସକାଳୁ...
ଦୁର୍ଘଟଣାରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାଗ୍ରସ୍ତ କାରରୁ ଅଢେଇ ଲକ୍ଷ ଟଙ୍କା ଗାଏବ୍
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ଼ ସାଇମନ୍ଦିର ବ୍ରିଜ ନିକଟରେ ବୁଧବାର ଏକ କାର୍ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ବରଗଡ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ କୁମାର ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣାଗ୍ରସ୍ତ ଉକ୍ତ କାରରୁ ଅଢେଇ...
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପ୍ରଧାନ ଶିକ୍ଷକ
ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ କୂଶନପୁରୀ ହାଇସ୍କୁଲ ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ ଲାଞ୍ଚ ନେଉଥିବାବେଳେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସ୍ଥାନୀୟ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ ସଫେଇ ଏବଂ ରାତ୍ର ଜଗୁଆଳି ଦାୟିତ୍ବ...
ୟୁପିଏସ୍ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ
ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା...
ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ
ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା...
Archives


