ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍ ହେବେ ସହରର…
ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍ ହୋଇ ପଥଭ୍ରଷ୍ଟ ହେଉଛନ୍ତି। ଶନିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍ରେ ‘ସଂକଳ୍ପ’ ପରିବାରର ଷଷ୍ଠ…
ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ
ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ…
ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…
ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍ ସିରପ୍ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ ଅନ୍ୟ ୨ ନାବାଳକଙ୍କୁ ଅଟକ ରଖିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଭଟଲି…
ପୁଣେକୁ ହରାଇଲା ଭୁବନେଶ୍ୱର ବାପୁଜୀ କ୍ଲବ
ପଦ୍ମପୁର,୧୬।୧(ପ୍ରଦୀପ୍ତ ଦାଶ): ପଦ୍ମପୁର ଆର୍.ବି ହାଇସ୍କୁଲ ପଡିଆରେ ଚାଲିଥିବା ୩୦ତମ ସର୍ବଭାରତୀୟ ବୋଡ଼ାସମ୍ବର କପ୍ କ୍ରିକେଟ ଟୁର୍ନାମେଣ୍ଟର ଷଷ୍ଠ ଦିବସ ତଥା ପୁଲ୍-‘ବି’ର ଦ୍ୱିତୀୟ ମ୍ୟାଚ୍ ଅମର ସ୍ପୋର୍ଟସ ପୁଣେ ଓ ବାପୁଜୀ କ୍ଲବ୍ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର…
୨୪ ଘଣ୍ଟା ବିତିଲାନି, ନିଷ୍ପତ୍ତି ବଦଳାଇଲା ବଜରଙ୍ଗ ଦଳ
ବରଗଡ଼,୧୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରୁ ବାଂଲାଦେଶୀ ରୋହିଙ୍ଗିଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ଘଣ୍ଟିଆ ବନ୍ଦ ଡାକରା ଦେଇଥିଲା। ତେବେ ରବିବାର ବରଗଡ଼ ଏସ୍ପିଙ୍କ ସହିତ ଆଲୋଚନା ପରେ…
ଖୋଲିଲା ଜଳଭଣ୍ଡାର ଗେଟ୍: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି
ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ ୧୧ଟା ୨ମିନିଟରେ ହୀରାକୁଦ ଜଳଭଣ୍ଡାର ରାଇଟ ବାଇକ୍ ଉପରେ ରହିଥିବା ଏଚଆର୍ ଗେଟ ଖୋଲିଥିଲେ।…
ସଡ଼କ ଦୁର୍ଘଟଣାରେ କଲରାପତରିଆ ବାଘ ମୃତ
ବରଗଡ଼,୧୫।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରୁ ମଙ୍ଗଳବାର ଏକ କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ବାଘର ମୃତଦେହକୁ ବନବିଭାଗ ଜବତ କରିଛି। ମୃତଦେହକୁ ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ବୁଧବାର ମୃତବାଘର ବ୍ୟବଚ୍ଛେଦ…
ବରଗଡ଼ ବିଧାନସଭା: ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଗଣତି ଚାଲିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଆଗୁଆ ଅଛନ୍ତି। ଅଶ୍ବିନୀଙ୍କୁ ୫୫୧୪ ଭୋଟ୍ ମିଳିଥିବା ବେଳେ…
ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ
ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…
ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ
ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…
ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର
ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍ ଯୋଗେ…
ଭୋଟ୍ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ
ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…
Archives


