FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: କଂଗ୍ରେସର ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ବରଗଡ଼,୧୭ା୭(ପ୍ରେମାନନ୍ଦ ଖମାରୀ): ବାଲେଶ୍ୱର ଫକୀର ମୋହନ (ଏଫ୍ଏମ୍) ସ୍ବୟଂଶାସିତ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆନ୍ଦୋଳନ ତେଜି ଉଠିଛି। ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାର ନ୍ୟାୟିକ ତଦନ୍ତ, ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଉଚ୍ଚଶିକ୍ଷା...