Tag Archives: baragarh dhanuyatra

ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ, ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…

ପୁରୀ/ବରଗଡ଼,୪ା୧(ଅଜିତ କୁମାର ମହାନ୍ତି/ପ୍ରେମାନନ୍ଦ ଖମାରୀ): ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ପହଞ୍ଚିଛନ୍ତି ବରଗଡ଼ ଧନୁଯାତ୍ରାର କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହର। ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ସରିବା ପରେ ସୁଶୀଲ ପୁରୀ ଆସି ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା…

ଆଜି ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ଦେଖିବେ ଧନୁଯାତ୍ରା

ମଥୁରାନଗରୀ,୧୨ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଦଶମ ଦିବସ ରବିବାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ଏ ନେଇ ସରକାରୀ ଭାବେ କିଛି ସୂଚନା ମିଳି ନ…

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି ଜନତା ଦରବାରରେ ବରଗଡ଼ ଜିଲାପାଳଙ୍କ ସମେତ ପୋଲିସ, ସ୍ବାସ୍ଥ୍ୟ, ଯୋଗାଣ, ବିଦ୍ୟୁତ୍‌ ଜଳସେଚନ,…

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ।…

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ ଅଧିକ ମାସକର ଅଧିକ ଚାଉଳ ଯୋଗାଇ ଦେବା ସହିତ ଆଳୁ ଚାଷକୁ ପ୍ରୋତ୍ସାହନ ଓ…

ବରଗଡ଼ ଧନୁଯାତ୍ରା ପାଇଁ ସ୍ଥାପନ ହେଲା ଶୁଭସ୍ତମ୍ଭ, ଜୀରାନଦୀ ହେବ ଯମୁନା

ବରଗଡ଼,୪ା୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଧ୍ୟଆରୀ ୩ରୁ ଆରମ୍ଭ ହୋଇ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ବ୍ୟାପୀ ଏହି ଅବଧି ମରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର…

ବରଗଡ଼ ଧନୁଯାତ୍ରା: ବଦଳିବେ ଶ୍ରୀକୃଷ୍ଣ-ବଳରାମ-ଶ୍ରୀରାଧା

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥର ଧନୁଯାତ୍ରାର କଂସ କଳାକାର ବଦଳିଛନ୍ତି। ରବିବାର ଅନୁଷ୍ଠିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri