Tag Archives: Baragarh

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା ଜବତ କରିଛି। ଏହା ସହିତ ଉକ୍ତ ଗାଡ଼ିରେ ଥିବା ଛତିଶଗଡ଼ ରାଜ୍ୟ ମହାସମୁଦ ଜିଲା…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌ ଯୋଗେ…

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…

ଖଣ୍ଡା ବୁଲାଇଲେ ଦୁଇ ଭାଜପା ପ୍ରାର୍ଥୀ

ସରଣ୍ଡା,୧୪ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗାରେ ରବିବାର ହନୁମାନ ଜୟନ୍ତୀ ପାଳିତ ହୋଇଛି। ତେବେ ଏହି ଅବସରରେ ବାହାରିଥିବା ଶୋଭାଯାତ୍ରାରେ ଭାଜପାର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଅତାବିରା ବିଧାନସଭା ପ୍ରାର୍ଥୀ ନିହାର ରଞ୍ଜନ…

ଏମିତି ବାପା ଯିଏ ୫ ମାସର ଶିଶୁପୁତ୍ରକୁ କଚାଡ଼ି ମାରିଲେ

ବରଗଡ଼,୧୧।୨: ୫ ମାସର ଶିଶୁ ପୁତ୍ରକୁ କଚାଡ଼ି ମାରିଲେ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଚେରେଙ୍ଗାଝାଞ୍ଜ ଗାଁରେ। ଘଟଣାରେ ସମ୍ପୃକ୍ତ ହେମନ୍ତ ଭୁଏ ଶନିବାର ରାତିରେ ଘରକୁ ଫେରିବା ପରେ ସ୍ତ୍ରୀଙ୍କୁ…

କାଳ ହେଲା ଅଦିନିଆ ବର୍ଷା: ମଣ୍ଡିରୁ ଉଠୁନି ବରଗଡ଼ ଚାଷୀଙ୍କ ଧାନ, ବର୍ଷାରେ ଭିଜୁଛି

ମଥୁରାନଗରୀ,୨୫।୧(ପ୍ରେମାନନ୍ଦ ଖମାରୀ): ଅଦିନିଆ ବର୍ଷା ଯୋଗୁ ବରଗଡ଼ ଜିଲା ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି। ଜିଲାର ବିଭିନ୍ନ ମଣ୍ଡିର ଖୋଲା ଆକାଶତଳେ ରହିଥିବା ଧାନ କ୍ଷତିଗ୍ରସ୍ତ ହୋଇଛି। ଜିଲାର ଭଟଲି ବ୍ଲକ ଅନ୍ତର୍ଗତ ସୁଲସୁଲିଆ ଧାନ କ୍ରୟକେନ୍ଦ୍ରରେ ଚାଷୀଙ୍କୁ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?