ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି… ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ ବେଆଇନ ଗଞ୍ଜେଇ ଜବତ କରାଯାଇଛି । ଏଥିସହିତ ଚାରା ଚାଲାଣକାରୀକୁ ଗିରଫ କରାଯାଇଥିବା…