ବାରବାଟୀ ଦିନିକିଆ ପାଇଁ ବଢୁଛି ଉତ୍ସାହ, ଅଧଘଣ୍ଟାରେ ସରିଗଲା ଅନଲାଇନ୍ ଟିକେଟ୍ କଟକ, ୨ା୨: ଫେବ୍ରୁଆରୀ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଅହେତୁକ ଉତ୍ସାହ ଦେଖିବାକୁ ମିଳିଛି। ରବିବାର ଅପରାହ୍ଣ ୪ଟାରୁ ଅନଲାଇନ୍ ଟିକେଟ ବିକ୍ରି ଆରମ୍ଭ ହୋଇଥିଲା ବେଳେ ମାତ୍ର ଅଧଘଣ୍ଟାରେ ଟିକେଟ୍ ସରିଯାଇଛି।...