ଏସ୍ପାନିଓଲକୁ ପରାସ୍ତ କରି ବାର୍ସିଲୋନା ଜିତିଲା ୨୮ତମ ଲା ଲିଗା ଟାଇଟଲ ବାର୍ସିଲୋନା,୧୬।୫: ସ୍ପେନର ଫୁଟବଲ ଜଗତରେ ଆଉ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ବାର୍ସିଲୋନା ଏକ ରୋମାଞ୍ଚକର ମ୍ୟାଚରେ ଏସ୍ପାନିଓଲକୁ ପରାସ୍ତ କରି ୨୮ତମ ଲା ଲିଗା ଟାଇଟଲ ହାସଲ କରିଛି। ଏହି ବିଜୟ ସହିତ ବାର୍ସିଲୋନା ସ୍ପେନିସ ଫୁଟବଲରେ ନିଜର...