ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ…