ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ
ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ ଧରି ଅର୍ଥାତ୍ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ କେନାଲ ପାଣି ବନ୍ଦ…

