ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା ସମୟରେ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ…
ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ…
ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି । ଉକ୍ତ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁଁ ଗର୍ଭସ୍ଥ…
ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍
ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ ବରଗଡ଼ ସହର ତଳିପଡାର…
ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…
ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ ସ୍ଵାଗତ କରାଯାଇଥିଲା । ଶ୍ରୀକ୍ଷେତ୍ର ପୁରୀର ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ…
ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା
ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ ଓ ଦଳର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ତେବେ ବରଗଡ଼ ଏମପି…
ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି ବରଗଡ଼ ଜିଲା ଆଶାକର୍ମୀ ସଂଘ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ସଂଘର…
ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ
ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ ବରଗଡ଼ ଜିଲା ଶିକ୍ଷା ଅଧିକାରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଅନ୍ୟପକ୍ଷରେ ଆସନ୍ତା…
୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ
ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପଦ୍ମପୁର ଉପଖଣ୍ଡରେ ଗତ ୧୧ ତାରିଖରୁ ଚାଲିଛି ରବିଋତୁର ଧାନ କିଣାବିକା। କିନ୍ତୁ…
ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ
ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ସମ୍ବଲପୁର ଜିଲା ଯୁଯୁମୁରା ଥାନା…
ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍
ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍ ଲୁଟ୍ ହୋଇଥିବାବେଳେ ରବିବାର ବାଞ୍ଜିବାହାଲି-କଟାପାଲି ରାସ୍ତାରେ ଦିନ ଦ୍ୱିପ୍ରହରରେ ଲୁଟ୍ପାଟ୍ ହୋଇଛି। ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ର…
ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଦ୍ମପୁର ଉପଖଣ୍ଡ ପୁରେନା ଗ୍ରାମର ତୁଳସୀରାମ ଭୁଏ ବୋଲି ଜଣାପଡିଛି…
Archives


