ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ
ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବ କାର୍ଯ୍ୟରତ ଉପଜିଲାପାଳ ସ୍ନେହା ଅରଗୁଲାଙ୍କୁ…
ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ
ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି । ଏପରିକି ବିକ୍ରୀରେ ମୂଳ ମଧ୍ଯ ମିଳୁ ନଥିବା ଯୋଗୁଁ ଚାଷୀମାନେ ଅଧାରୁ ଅମଳକୁ…
ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….
ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ । ନିଶା ମଣିଷ ସମାଜର ପରମ ଶତ୍ରୁ । ନିଶା ନିବାରଣ ସାମ୍ପ୍ରତିକ ସମାଜ…
ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ…
ବରଗଡ଼ରେ ମହଜୁତ ଅଛି ରନ୍ଧନ ଗ୍ୟାସ, କଳାବଜାର କଲେ ଦୃଢ କାର୍ଯ୍ୟାନୁଷ୍ଠାନ କହିଲେ ଜିଲାପାଳ
ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଲିକୁଇଫାଇଡ୍ ପେଟ୍ରୋଲିୟମ ଗ୍ୟାସ (ଏଲପିଜି), ପେଟ୍ରୋଲ ଏବଂ ଡିଜେଲ୍ ଯୋଗାଣ ଓ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା ପାଇଁ ଶନିବାର ଜିଲାସ୍ତରୀୟ ନିରୀକ୍ଷଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଖାଦ୍ୟ…
ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍ ପାସ୍ କମ୍ ଏକସେପଟେନ୍ସ…
୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ
ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି। କିନ୍ତୁ ପ୍ରଶାସନ ଏହାକୁ ସବୁବେଳେ ହାଲୁକାଭାବେ ନେଉଥିଲା। ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ…
ପାଣି ଆଣିବାକୁ ଯାଇ କେନାଲରେ ଭାସିଗଲେ ମହିଳା, ଅପସ୍ମାର…
ଅତାବିରା,୧୩।୨(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଚକୁଳିଫାର୍ମର ଏକ କେନାଲରୁ ଭାସୁଥିବା ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ଜବତ କରାଯାଇଛି । ମୃତ ମହିଳାଙ୍କ ନାମ କୋଳପତି ବିରଭଦ୍ରା (୫୮) ବୋଲି ଜଣାପଡିଛି । ତେବେ…
ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ
ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି । ଗୋଟିଏ ପଟେ ରବି ଚାଷକାର୍ଯ୍ୟ ଆଗେଇ ଚାଲିଥିବାବେଳେ ଅନ୍ୟପଟେ ଖରିଫରେ ଅମଳ ଧାନ…
ତେଲ ଟ୍ୟାଙ୍କର ନେଲା ମହିଳାଙ୍କ ଜୀବନ: ରାସ୍ତାରୋକ, ସ୍କର୍ପିଓ ଭଙ୍ଗାରୁଜା
ବରଗଡ଼,୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ବରଡୋଲ ନିକଟରେ ସୋମବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ତେଲ ବୋଝେଇ ଟ୍ୟାଙ୍କର ବିପରୀତ ଦିଗରୁ ଆସୁଥିବା ବାଇକକୁ ଧକ୍କା ଦେବା ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ…
ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…
ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା ବିଜେପୁର ଅଞ୍ଚଳରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଆଧାର ଡାଟାବେସର ଗୁରୁତର…
କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ ଅଜିତ…
Archives


