କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ
ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ ଏବଂ ସାଂସ୍କୃତିକ ପରିଚୟକୁ ସମୃଦ୍ଧ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

