ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ… ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫ ବର୍ଷୀୟ ନାବାଳକ ଗୁରୁତର ଆହତ ହୋଇଛନ୍ତି। ଆହତ ନାବାଳକ ଜଣକ ହେଲେ ପିପିଲିପାଲି…