ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା। ଉଚ୍ଛେଦରେ ପ୍ରଭାବିତ ପରିବାର ଏବଂ ସ୍ଥାନୀୟ ଲୋକଙ୍କ ପ୍ରବଳ ବିରୋଧ ପରେ ଉଚ୍ଛେଦ...
ସରସରା ହତ୍ୟାକାଣ୍ଡ: ଛତିଶଗଡ଼ରୁ ଧରା ହେଲେ ଜଣେ ଅଭିଯୁକ୍ତ, ଆଉ ଜଣେ ଏବେ ବି ଫେରାର
ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ଚାଲିଥିବାଳେ ବରଗଡ଼ ସଦର ଥାନା ଅର୍ନ୍ତଗତ ସରସରା ଗ୍ରାମରେ ସଂଘଟିତ ହତ୍ୟାକାଣ୍ଡର ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସରସରା...
ସସ୍ତ୍ରୀକ ଭୋଟ୍ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା...
ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…
ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି...
ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ, ରହିଛି ଏମିତି ସବୁ କାର୍ଯ୍ୟସୂଚୀ…
ବରଗଡ଼,୧୧ା୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟକ୍ରମ ଅନୁଯାୟୀ, ହେଲିକପ୍ଟର ଯୋଗେ ଆସି ମୁଖ୍ୟମନ୍ତ୍ରୀ ଅପରାହ୍ନ ୪ଟାରେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆର ଅସ୍ଥାୟୀ...
କରୋନା ଛଡାଇ ନେଇଛି କଳାକାରଙ୍କ ଜୀବିକା, ସହାୟତା ଦାବି କଲା ଧନୁଯାତ୍ରା କଳାକାର ସଂଘ
ବରଗଡ ଅଫିସ,୧୭।୧୧: କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ...
Archives


