ବଗିଚାକୁ ଯାଇଥିବା ବେଳେ ଯୁବକଙ୍କୁ ଗୋଡାଇ ଗୋଡାଇ କାମୁଡିଲା ବାର୍ହା, ତାପରେ… ତୁମୁଡିବନ୍ଧ,୫।୩(ଦୀପକ କୁମାର ପରାସେଠ): ବାର୍ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ଲଂକାଗଡ଼ ପଞ୍ଚାୟତର ହାତିମୁଣ୍ଡା ଗ୍ରାମରେ ଦେଖିବାକୁ ମିଳିଛି ଗୁରୁତର ଯୁବକ ହେଲେ ଲଂକାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ହର ପାତ୍ର…