ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ
ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା...
ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା...
ନିର୍ବାଚନ ଲଢ଼ିବେ ଦେବାଶିଷ
ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ ମୁଁ ନିର୍ବାଚନ ଲଢ଼ିବି। ବରୀବାସୀ ମୋ’ ବଳ। ଦଳ ମୋ’ ପାଇଁ ବଡ଼...
‘ଚକ୍ରାନ୍ତ କରି ମୋ ଟିକେଟ୍ କାଟିଦେଲେ, ତାଙ୍କ କଥା ଜଗନ୍ନାଥ ବୁଝିବେ’: ସୁନନ୍ଦା ଦାସ
ଭୁବନେଶ୍ୱର, ୨୨।୪: ସୋମବାର ବିଜୁ ଜନତା ଦଳ ପକ୍ଷରୁ ସପ୍ତମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରାଯାଇଛି। ଏଥିରେ ବରୀ ବିଧାୟକ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକଙ୍କୁ ଟିକେଟ୍ ମିଳିଛି। ଏହାପରେ ସୁନନ୍ଦା ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚକ୍ରାନ୍ତ...
ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ
ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି।...
Archives


