ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍ଖଡ଼ି ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି। ବିଶେଷକରି ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିବା ଓ ପରିଚାଳନା କମିଟି…