Tag Archives: baripada

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ ୨୨୦କୁ ଅବରୋଧ କରିବା ସହିତ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ବହଳଦା ତହସିଲଦାର…

ଶୋ’ ରୁମ୍‌ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି

ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍‌ ଶୋ’ ରୁମ୍‌ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ…

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ…

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଫାଇନାଲ ସେମିଷ୍ଟାର ପରୀକ୍ଷାଫଳ ପ୍ରକାଶିତ, ଜାଣନ୍ତୁ କିଭଳି ଜାଣିବେ…

ବାରିପଦା,୩୦।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅନୁମୋଦନକ୍ରମେ +୩ ଫାଇନାଲ ସେମିଷ୍ଟାର (ସି.ବି.ସି.ଏସ୍‌.) ୨୦୨୫ ମସିହାର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଏହି ବିଶ୍ବବିଦ୍ୟାଳୟ ଅଧୀନରେ ମୟୁରଭଞ୍ଜ ଓ…

ଜିଲାପାଳଙ୍କୁ ଭେଟିବାକୁ ଅନ୍ଧାର ରାତିରେ ୨୫ କିମି ଚାଲିଲେ ଅନ୍ତେବାସୀ

ବାରିପଦା,୨୫ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧିନ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ଅନ୍ଧାର ରାତିରେ ବାରିପଦାରେ ପହଞ୍ଚିଛନ୍ତି। ଦୀର୍ଘ ୨୫ କିମି ରାଜ୍ୟ ରାଜପଥରେ ଚାଲି…

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା ପାଇଁ ଜାଲ ଓ ଯନ୍ତା ଖଞ୍ଜା ଯାଇଛି। ଫଳରେ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri