ବରମୁଣ୍ଡା ଆମ୍ବେଡକର ବସ୍ ଟର୍ମିନାଲରେ ହେବ ପୋଲିସ୍ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍ କର୍ମଚାରୀ ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲରେ ଏକ ପୋଲିସ୍ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍ କର୍ମଚାରୀ...