ନୂଆଦିଲ୍ଲୀ, ୨୯ା୧୧: ନୂଆକରି ଆରମ୍ଭ ହୋଇଥିବା ବ୍ୟାରିୟର-ମୁକ୍ତ ଟୋଲ୍ ପ୍ଲାଜାଗୁଡ଼ିକରେ ଟୋଲ୍ ଫାଙ୍କିବା ପାଇଁ ଯେଉଁ ଗାଡ଼ି ମାଲିକମାନେ ଜାଣିଶୁଣି ପଞ୍ଜୀକରଣ ନମ୍ବର ପ୍ଲେଟକୁ ଘୋଡ଼ାଇବେ, ବିକୃତ କରିବେ…