ଭାରତ ବିପକ୍ଷରେ ଐତିହାସିକ କାରନାମା କଲେ ଫିଲ୍ମ:ବିଶ୍ୱର ପ୍ରଥମ ବ୍ୟାଟର ଭାବେ…
ୱେଲିଂଟନ,୨୦।୧୧:ନ୍ୟୁଜିଲାଣ୍ଡର ଷ୍ଟାର୍ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଭାରତ ବିପକ୍ଷରେ ୱେଲିଂଟନ୍ର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଶତକ ହାସଲ କରି ନୂଆ ଇତିହାସ ରଚିଛନ୍ତି। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଭାରତ ବିପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟର ତିନୋଟି ଯାକ ଫର୍ମାଟ…

