ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ…