ପ୍ରସ୍ତୁତ ହେଲାଣି ICC, ଆଇପିଏଲ ପରି ଆନ୍ତର୍ଜାତୀୟ ମ୍ୟାଚଗୁଡ଼ିକରେ ମଧ୍ୟ ବ୍ୟାଟଗୁଡ଼ିକର ହେବ ସ୍ବତନ୍ତ୍ର ଯାଞ୍ଚ
ନୂଆଦିଲ୍ଲୀ,୨୪।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଇଣ୍ଡିଆନ ପ୍ରିମିୟର ଲିଗ (IPL) ରେ ଏକ ନୂତନ ନିୟମ ଲାଗୁ କରିଛି। ଏହି ନିୟମ ଅନୁଯାୟୀ, ଜଣେ ବ୍ୟାଟର କ୍ରିଜରେ ନିଜର ବ୍ୟାଟିଂ ସ୍ଥିତି (stance) ଗ୍ରହଣ କରିବା ପୂର୍ବରୁ, ତାଙ୍କ…

