ଖୋଲିଲା ବଟେଶ୍ୱର ବେଳାଭୂମି: ପର୍ଯ୍ୟଟକ ମହଲରେ ଖୁସିର ଲହରି ଗଞ୍ଜାମ,୧୪ା୫(ବିଦ୍ୟାଧର ସାହୁ): ବିରଳ ଅଲିଭ୍ ରିଡେଲ କଇଁଛଙ୍କ ମିଳନ, ଗଣ ଅଣ୍ଡାଦାନ ଏବଂ ପରେ ଛୁଆ କଇଁଛଙ୍କ ସମୁଦ୍ରକୁ ଆଗମନକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ବେଳାଭୂମିକୁ ସର୍ବସାଧାରଣ ଯାତାୟାତ ନିଷେଧ କରାଯାଇଥିଲା। ଯାହା ଫଳରେ ଗଞ୍ଜାମ ବ୍ଲକ...