ବଟେଶ୍ୱର ପୀଠକୁ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ, ବଢୁଛି ଅସନ୍ତୋଷ
ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ଦୀର୍ଘ ଦଶ ମାସରୁ ଊର୍ଦ୍ଧ୍ୱ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା ବନ୍ଦ ହୋଇଯାଇଛି। ଯାହାଫଳରେ ପୂର୍ବରୁ ଯାଉଥିବା ପର୍ଯ୍ୟଟକ, ସାଧାରଣ…

