ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି ଖାଇ ନଦୀଘାଟକୁ ଗାଧୋଇବାକୁ ଯାଇଥିଲେ। ଦୁଇ ନାବାଳକ ସାଙ୍ଗ ନଦୀରେ ଗାଧୋଇବା ସମୟରେ…