୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ ଅବସର ନେଇଛନ୍ତି । ଅକଲ୍ୟାଣ୍ଡରେ ଜନ୍ମଗ୍ରହଣ ଏବଂ ପାଳିତ ହୋଇଥିବା ଡାଉନ୍ ତାଙ୍କ…