ମାଗଣା ଚାର୍ଜିଂ କରିବା କର୍ମଚାରୀଙ୍କ ନିତିଦିନିଆ ଅଭ୍ୟାସ, ବିଭାଗକୁ ବିଲ୍ ବାବଦରେ ଲକ୍ଷାଧିକ ଟଙ୍କା ପୈଠ ହାଟଡ଼ିହୀ,୪l୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ରେ କାର୍ଯ୍ୟରତ କର୍ମଚାରୀମାନେ ମାଗଣାରେ ନିଜ ନିଜର ୨ ଏବଂ ୪ ଚକିଆ ବିଦ୍ୟୁତ୍ଚାଳିତ ଗାଡ଼ିର ବ୍ୟାଟେରି ଚାର୍ଜିଂ କରୁଛନ୍ତି। ମାଗଣାରେ ଚାର୍ଜିଂ କରିବା କର୍ମଚାରୀଙ୍କ ଏକ ନିତିଦିନିଆ ଅଭ୍ୟାସ ହୋଇଗଲାଣି। ବ୍ଲକ୍ ତରଫରୁ…