ଗୌତମ ଗମ୍ଭୀରଙ୍କ ସହ କଥା ହୁଅନ୍ତି ନାହିଁ ବିରାଟ କୋହଲି? ଡ୍ରେସିଂ ରୁମର ରାଜ୍ ଖୋଲିଲେ ବ୍ୟାଟିଂ କୋଚ ନୂଆଦିଲ୍ଲୀ,୧୪।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ଷ୍ଟାର ଖେଳାଳି ବିରାଟ କୋହଲିଙ୍କ ମଧ୍ୟରେ ସବୁକିଛି ଠିକ ନାହିଁ। ସେମାନେ ପରସ୍ପରକୁ ଆଦୌ ପସନ୍ଦ କରନ୍ତି ନାହିଁ। ସେମାନଙ୍କ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ବିରାଟ...