ବଙ୍ଗୋପସାଗରରେ ଶକ୍ତିଶାଳୀ ହେବ ଲଘୁଚାପ: ଓଡ଼ିଶାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୭।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଅଞ୍ଚଳରେ ଏକ ନିମ୍ନଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ନିମ୍ନଚାପ ପାଶ୍ଚାତ୍ୟ-ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ…
ବଙ୍ଗୋପସାଗରରେ ଉଡ଼ିଲା ଡ୍ରୋନ୍, ଜଳପଥ ଦେଇ ଆସୁଥିବା ସନ୍ଦିଗ୍ଧଙ୍କ ଉପରେ ନଜର; Video
ଭୋଗରାଇ, ୧ ୩ l୫ ( ପ୍ରଦୀପ ଦାସ ): ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦ ଟାରେ ପ୍ରତିରକ୍ଷା ବିଭାଗ ଓ ତାଳସାରୀ ମେରାଇନ ଥାନା ସହଯୋଗରେ ଏକ ବଡ଼ ଡ୍ରୋନ…
ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍ଡି ଡିଜି କହିଲେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫…
୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…
ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି…
୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ
ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ…
Archives


